ନବରଙ୍ଗପୁର ଜିଲ୍ଲାରେ ଆସନ୍ତାକାଲି ସ୍କୁଲ୍‌ ଓ ଅଙ୍ଗନବାଡି ଛୁଟି ✍️ସମସ୍ତ… — Creative Educational Idea — TG.ME

ନବରଙ୍ଗପୁର ଜିଲ୍ଲାରେ ଆସନ୍ତାକାଲି ସ୍କୁଲ୍‌ ଓ ଅଙ୍ଗନବାଡି ଛୁଟି

✍️ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ
✍️ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ଜିଲ୍ଳାପାଳ
✍️ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍କୁଲ୍‌ରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ
❤17👍5
August 23, 2026 10K 4