ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର… — Creative Educational Idea — TG.ME

Creative Educational Idea📍📌ରାଜ୍ୟ ସରକାରୀ ମେଡିକାଲ ଓ ଇଞ୍ଜିନିଅରିଙ୍ଗ୍ କଲେଜରେ ଆଡମିଶନ୍ ବେଳେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ମେଧାବୀ ଗରିବ ଛାତ୍ରଛାତ୍ରୀମାନେ ବିଭିନ୍ନ ଆହ୍ୱାନର ସମ୍ମୁଖୀନ ହେବା ସତ୍ୱେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥାନ୍ତି। କିନ୍ତୁ, ଆଡମିଶନ୍ ବେଳେ ଅର୍ଥ ଜମା କରିବା ପାଇଁ ସେମାନଙ୍କ ପାଖରେ…
🟨 ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର

-ସ୍ନାତକୋତ୍ତର ଓ Ph.D ପାଇଁ ବିଦେଶ ପଠାଯିବ କହିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ
-ବିଦେଶର ଶ୍ରେଷ୍ଠ ୨୦୦ ମାନ୍ୟତାପ୍ରାପ୍ତ ଶିକ୍ଷାନୁଷ୍ଠାନରେ ପଢ଼ିବେ
-ବାର୍ଷିକ ପରିବାର ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଥିବା ଛାତ୍ରଛାତ୍ରୀ ସୁବିଧା ପାଇବେ
-ଏହି ଯୋଜନା ଅଧୀନରେ ମୋଟ ୫୦ SC/ST ପିଲା ସୁଯୋଗ ପାଇବେ
❤17🤗1
September 1, 2026 5.1K 3