ସ୍କୁଲ ଛୁଟି ଘୋଷଣା* 🌪️📢 🌪️ ବାତ୍ୟା ଅର୍ଣ୍ଣବର ପ୍ରଭାବକୁ ଦୃଷ୍ଟିରେ ରଖି…

🚨🏫 *ସ୍କୁଲ ଛୁଟି ଘୋଷଣା* 🌪️📢 🌪️ ବାତ୍ୟା ଅର୍ଣ୍ଣବର ପ୍ରଭାବକୁ ଦୃଷ୍ଟିରେ ରଖି *ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ* ଆଜି ଅପରାହ୍ନ ୧ ଘଟିକା ଠାରୁ ଏବଂ ଆସନ୍ତାକାଲି (୨୭ ଓ ୨୮ ଅକ୍ଟୋବର ୨୦୨୬) ବନ୍ଦ ରହିବ। 📢 ଏନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛି। ଶିଶୁ ବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ…

October 27, 2026 234